ବିଶ୍ୱ ସ୍ବାସ୍ଥ୍ୟ ଦିବସରେ ଗୋଷ୍ଠୀ ସ୍ୱାସ୍ଥ୍ୟର ବିକାଶ ପାଇଁ ଟିପିଏସ୍ଓଡିଏଲର ପ୍ରୟାସ
ବ୍ରହ୍ମପୁର, ଏପ୍ରିଲ: ବିଶ୍ଵ ସ୍ଵାସ୍ଥ୍ୟ ଦିବସ ଅବସରରେ ସ୍ଥାନୀୟ ଗୋଷ୍ଠୀଙ୍କୁ ଉତ୍ତମ ସ୍ୱାସ୍ଥ୍ୟ ସେବା ଯୋଗାଇବା ପାଇଁ ଟିପି ସଦର୍ଣ୍ଣ ଓଡ଼ିଶା ବିତରଣ ଲିମିଟେଡ଼ (ଟିପିଏସ୍ଓଡିଏଲ୍) ପ୍ରୟାସ ଜାରି ରଖିଛି। ଚଳିତ ବର୍ଷର ଥିମ୍ “ମାଇଁ ହେଲଥ, ମାଇଁ ରାଇଟ୍” (ମୋ ସ୍ବାସ୍ଥ୍ୟ, ମୋ ଅଧିକାର) ଆଧାରରେ ଦକ୍ଷିଣ ଓଡ଼ିଶାର ଲୋକଙ୍କ ତଥା କମ୍ପାନୀର କର୍ମଚାରୀଙ୍କ ଉତ୍ତମ ସ୍ୱାସ୍ଥ୍ୟ ସୁନିଶ୍ଚିତ କରିବା ଦିଗରେ ଟିପିଏସ୍ଓଡିଏଲ୍ ପ୍ରଚେଷ୍ଟା କରୁଛି। କର୍ପୋରେଟ ସାମାଜିକ ଦାୟିତ୍ଵ (ସିଏସଆର୍) ପଦକ୍ଷେପ ମାଧ୍ୟମରେ ଟିପିଏସ୍ଓଡିଏଲ୍ ଗ୍ରାମୀଣ…