
ଚିକିତ୍ସା ପାଇଁ ମୁମ୍ବାଇ ଗଲେ ନବୀନ
ଭୁବନେଶ୍ୱର : ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସର୍ଭିକାଲ ଆଥ୍ରାଇଟିସ ଚିକିତ୍ସା ପାଇଁ ଆଜି ମୁମ୍ବାଇ ଗସ୍ତରେ ଯାଇଛନ୍ତି l ଆସନ୍ତା ୨୨ତାରିଖରେ ତାଙ୍କର ଚିକିତ୍ସା ମୁମ୍ବାଇସ୍ଥିତ କୋକିଲାବେନ-ଧୀରୁଭାଇ ଅମ୍ବାନୀ ହସ୍ପିଟାଲରେ ହେବ। ଦୁଇ ଦିନ ତଳେ ନବୀନ ନିଜର ‘ଏକ୍ସ’ ହ୍ୟାଣ୍ଡଲରେ ଏ ସଂକ୍ରାନ୍ତରେ ସୂଚନା ଦେଇଥିଲେ । ଆଜି ଏକ ବିରାଟ ପଟୁଆରରେ ତାଙ୍କୁ ସମ୍ବର୍ଦ୍ଧନା ଦିଆ ଯାଇଥିଲା l ନବୀନଙ୍କ ଭେରିଫାଏଡ୍ ‘ଏକ୍ସ’ ହ୍ୟାଣ୍ଡଲରୁ ବୁଧବାର ଅପରାହ୍ନ ୫ଟା ୮ମିନିଟରେ ଗୋଟିଏ ପୋଷ୍ଟରେ…