ୟୁଏଇର ଶିକ୍ଷା ମନ୍ତ୍ରୀଙ୍କୁ ସାକ୍ଷାତ୍ କଲେ ଧର୍ମେନ୍ଦ୍ର,  ଆବୁଧାବିରେ ପ୍ରତିଷ୍ଠା ହେବ ଦିଲ୍ଲୀ ଆଇଆଇଟି କ୍ୟାମ୍ପସ

ନୂଆଦିଲ୍ଲୀ :  ଆବୁଧାବୀରେ ଦିଲ୍ଲୀ ଆଇଆଇଟିର କ୍ୟାମ୍ପସ ପ୍ରତିଷ୍ଠା ହେବ ।  ସୋମବାର ଆଇଆଇଟି ଦିଲ୍ଲୀ ଠାରେ ୟୁଏଇର ପ୍ରାଥମିକ ଶିକ୍ଷା ରାଷ୍ଟ୍ର ମନ୍ତ୍ରୀ ସାରା ମୁସଲ୍ଲମଙ୍କୁ ସାକ୍ଷାତ୍ କରିବା ଅବସରରେ ଏହି ସୂଚନା ଦେଇଛନ୍ତି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଶ୍ରୀ ପ୍ରଧାନ କହିଛନ୍ତି ଯେ, ଭାରତ ଏବଂ ୟୁଏଇ ମଧ୍ୟରେ ସମ୍ପର୍କ ବହୁତ ଦୀର୍ଘ ଦିନରୁ ରହିଆସିଛି । ଭାରତର ପ୍ରଧାନମନ୍ତ୍ରୀ ଏବଂ ୟୁଏଇର ରାଷ୍ଟ୍ରପତି…

Read More