ଚେଲ୍ଲା କୁମାରଙ୍କ ପରେ ଏହି ବ୍ୟକ୍ତିଙ୍କୁ ଓଡ଼ିଶା ପ୍ରଭାରୀ କରିବାକୁ ଚାହୁଁଛି ଏଆଇସିସି

ଭୁବନେଶ୍ୱର :  ଖୁବ୍ ଶୀଘ୍ର ଅଖିଳ ଭାରତୀୟ କଂଗ୍ରେସ କମିଟି ପକ୍ଷରୁ ୯ଟିରୁ ୧୦ଟି ରାଜ୍ୟର ପିସିସି ପ୍ରଭାରୀ ତାଲିକା ପ୍ରକାଶ ପାଇବାକୁ ଯାଉଛି। ଏହି କ୍ରମରେ ପିସିସି ପ୍ରଭାରୀ ଡକ୍ଟର ଚେଲ୍ଲା କୁମାର ବଦଳିବା ଏକ ପ୍ରକାର ନିଶ୍ଚିତ। କିଛିଦିନ ତଳେ ସେ ନିଜ ଆଡୁ ମଧ୍ୟ ଓହରି ଯିବା ପାଇଁ ଏଆଇସିସିକୁ ଅନୁରୋଧ କରିସାରିଛନ୍ତି। ଏହି କ୍ରମରେ ଚେଲ୍ଲା କୁମାରଙ୍କ ପରେ ପ୍ରଭାରୀ କିଏ ହେବ, ସେ ନେଇ ବିଚାର ବିମର୍ଶ ଆରମ୍ଭ ହୋଇଛି।…

Read More