ମଣିପୁର ପ୍ରସଙ୍ଗରେ ଏପର୍ଯ୍ୟନ୍ତ ମୁହଁ ଖୋଲିନାହାନ୍ତି ନବୀନ, ବିଜେଡି
ଭୁବନେଶ୍ୱର- ଦେଶ ର ଉତ୍ତର-ପୂର୍ବ ରାଜ୍ୟ ମଣିପୁରରେ ଜାରି ରହିଥିବା ହିଂସା ସମସ୍ତଙ୍କୁ ବ୍ୟଥିତ କରିଛି। ଦୁଇ ମାସ ତଳେ ଦୁଇ ଜଣ ମହିଳା ଉଲଗ୍ନ କରି ଯେପରି ଭାବେ ରାସ୍ତାରେ ନିଆଗଲା, ସେମାନଙ୍କ ସହ ପଶୁ ଭଳି ବ୍ୟବହାର କରାଗଲା। ପରବର୍ତ୍ତୀ ସମୟରେ ସେହି ଭିଡିଓକୁ ଭାଇରାଲ କରାଗଲା। ଏହା ପରେ ନୀରବ ରହିଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶେଷରେ ୭୯ ଦିନ ପରେ ମୁହଁ ଖୋଲିଲେ। ମାତ୍ର ଏପର୍ଯ୍ୟନ୍ତ ମଣିପୁର ମୁଖ୍ୟମନ୍ତ୍ରୀ ଏନ.ବିରେନ୍ ସିଂ…