
ସାକ୍ଷୀ ମଲ୍ଲିକ ପ୍ରସଙ୍ଗରେ ବିଜେପିକୁ ଘେରିଲା କଂଗ୍ରେସ …
ପୂର୍ବତନ ଭାରତୀୟ କୁସ୍ତି ମହାସଂଘ (ଡବ୍ଲ୍ୟୁଏଫ୍ଆଇ) ମୁଖ୍ୟ ବ୍ରଜଭୂଷଣ ଶରଣ ସିଂହଙ୍କ ସହଯୋଗୀ ସଞ୍ଜୟ ସିଂହ ଡବ୍ଲ୍ୟୁଏଫ୍ଆଇ ନିର୍ବାଚନରେ ବିଜୟୀ ହେବା ପରେ ଆରମ୍ଭ ହୋଇଥିବା ବିବାଦ ଥମିବାର ନାଁ ନେଉନାହିଁ। ସାକ୍ଷୀ ମଲିକଙ୍କ ପରେ ଏବେ କୁସ୍ତିଯୋଦ୍ଧା ଭିନେଶ ଫୋଗାଟ ଶୁକ୍ରବାର କ୍ୟାମେରା ଆଗରେ କାନ୍ଦିବାର ଦେଖା ଦେଇଥିଲେ । ଯୌନ ନିର୍ଯାତନା ଅଭିଯୋଗରେ ପୂର୍ବତନ କୁସ୍ତି ସଂସ୍ଥାର ମୁଖ୍ୟ ବ୍ରଜଭୂଷଣ ଶରଣ ସିଂହଙ୍କ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ କରିଥିବା କୁସ୍ତିଯୋଦ୍ଧାମାନଙ୍କ ମଧ୍ୟରେ ଭିନେଶ ଫୋଗାଟ୍…