ବିଶ୍ୱ ବଜାରରେ ଆରମ୍ଭ ହୋଇଗଲା କି ଏ.ଆଇ ଯୁଦ୍ଧ ଆରମ୍ଭ -AI War begins

ଭୁବନେଶ୍ୱର: (ମାନସ ମଲ୍ଲିକ) – ଯାହା ଆଶଙ୍କା କରା ଯାଉଥିଲା ଠିକ୍ ସେୟା ହେଲା । ଆମ ଦେଶର କେନ୍ଦ୍ର ଅର୍ଥ ମନ୍ତ୍ରଣାଳୟର ଅଫିସଗୁଡ଼ିକରେ Chatgpt ଆଉ DeepSeek ସମେତ ଅନ୍ୟ କେତେକ generative AIର ବ୍ୟବହାରକୁ ନିଷେଧ କରାଯାଇଛି । ଆଗକୁ ଅନ୍ୟ ସରକାରୀ ମନ୍ତ୍ରଣାଳୟରେ ହୁଏତ ନିଷେଧ କରାଯାଇପାରେ । ରୋଚକ କଥା ହେଲା ଏବେ Chatgpt ର ପ୍ରତିଷ୍ଠାତା ସାମ୍ ଅଲଟମ୍ୟାନ ଭାରତ ଗସ୍ତରେ ଆସିଛନ୍ତି ଆଉ କେନ୍ଦ୍ର ଆଇଟି ମନ୍ତ୍ରୀ ଅଶ୍ବିନୀ…

Read More

ଦ୍ଵିତୀୟ ବିଶ୍ୱଯୁଦ୍ଧ ପରେ କେମିତି ବିଶ୍ୱ ରାଜନୀତି ରଙ୍ଗମଞ୍ଚରେ ଆମେରିକା କିପରି ବୃଦ୍ଧି କରିଥିଲା ଶକ୍ତି…

ନୂଆଦିଲ୍ଲୀ : (ବିଜୟ ସାହୁ)- ଦ୍ୱିତୀୟ ବିଶ୍ୱଯୁଦ୍ଧ ପରେ ସମଗ୍ର ବିଶ୍ୱରେ ସମାଜତାନ୍ତ୍ରିକ ଆର୍ଥିକ ବ୍ୟବସ୍ଥା ପ୍ରତିଷ୍ଠା ସମ୍ଭାବନା ସର୍ବାଧିକ ଥିଲା । କିନ୍ତୁ ପୁଞ୍ଜିବାଦୀ-ସାମ୍ରାଜ୍ୟ ବାଦୀ ବ୍ୟବସ୍ଥା ହିଁ ଶେଷରେ ନିଜର କାୟା ବିସ୍ତାର କଲା । ପୁଞ୍ଜିବାଦର ଏହି କାୟା ବିସ୍ତାର ପାଇଁ ପ୍ରାୟ 8 ଦଶନ୍ଧି ଲାଗିଗଲା । ସୋଭିଏତ କମ୍ୟୁନିଷ୍ଟ ପାର୍ଟିର 1948, ଫେବୃୟାରୀ ପଲିଟିବ୍ୟୁରୋ ଅଧିବେଶନରେ କମ୍ରେଡ଼ ମୋଲତଭ ସେତେବେଳର ଆନ୍ତର୍ଜାତିକ ପରିସ୍ଥିତି ସମ୍ପର୍କରେ ଏକ ପ୍ରତିବେଦନ ରଖିଥିଲେ ।ଏହି…

Read More