ଜିନ୍ଦଲ ଫାଉଣ୍ଡେସନର ଦୁଇ ଜଣ ଉଶୁ ଚାମ୍ପିଅନମାନ ଓଡ଼ିଶା ରାଜ୍ୟପାଳଙ୍କ ଦ୍ବାରା ସମ୍ମାନିତ

ଭୁବନେଶ୍ୱର, ୨୪/୦୭: ଗତକାଲି (୨୩ ଜୁଲାଇ ୨୦୨୫) ଭୁବନେଶ୍ୱରର ରାଜଭବନରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଓଡ଼ିଶାର ମହାମହିମ ରାଜ୍ୟପାଳ ଡ. ହରି ବାବୁ କମ୍ଭମ୍ ପାଟି ଜିନ୍ଦଲ ଫାଉଣ୍ଡେସନ ଉଶୁ ତାଲିମ କାର୍ଯ୍ୟକ୍ରମର ଦୁଇ ଯୁବ ଖେଳାଳି – ପ୍ରେମ ମୁଣ୍ଡା ଏବଂ ରାଜକୁମାର ମୁଣ୍ଡାଙ୍କୁ ସମ୍ମାନିତ କରିଛନ୍ତି । ଏହି ଯୁବ ଖେଳାଳିମାନେ ସମ୍ପ୍ରତି ଋଷର ମସ୍କୋରେ ଅନୁଷ୍ଠିତ ଅନ୍ତର୍ଜାତୀୟ ଉଶୁ ଚାମ୍ପିଅନସିପରେ ଭାରତକୁ ପ୍ରତିନିଧିତ୍ୱ କରି ପୁରୁଷ ୪୮ କିଲୋଗ୍ରାମ ଏବଂ ୫୨…

Read More