ଏହି ବାପ ପୁଅ ଯୋଡ଼ି ଉପରେ ରହିବ ନଜର…….

ଭୁବନେଶ୍ୱର : କିଛି ମାସ ପରେ ରାଜ୍ୟରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି। ଏହି ନିର୍ବାଚନରେ ଅନେକ ରାଜନୈତିକ ପରିବାର ପକ୍ଷରୁ ଏକାଧିକ ସଦସ୍ୟ ମଇଦାନକୁ ଓହ୍ଲାଇବାର ସମ୍ଭାବନା ରହିଛି। ଗତଥର ବାପ-ପୁଅ, ବାପ-ଝିଅ, ଦାଦା-ପୁତୁରା ଏବଂ ଭାଇ-ଭାଇ ଯୋଡି ଗୋଟିଏ ଦଳରୁ ଦୁଇଟି ଭିନ୍ନଭିନ୍ନ ଆସନରେ ଲଢିଥିଲେ। ହେଲେ ସେମାନଙ୍କ ମଧ୍ୟରୁ ତିନୋଟି ପରିବାର ସଫଳ ହୋଇଥିଲେ। ଏହି ମାନେ ହେଉଛନ୍ତି- ନବରଙ୍ଗପୁର ଲୋକସଭାରୁ ରମେଶ ମାଝୀ, ଝରି ଗାଁରୁ ତାଙ୍କ ଭାଇ ପ୍ରକାଶ … Continue reading ଏହି ବାପ ପୁଅ ଯୋଡ଼ି ଉପରେ ରହିବ ନଜର…….