ଦୁଇ ବର୍ଷରେ ଟିପିଏସ୍ଓଡିଏଲ୍ ନିର୍ମାଣ କରିଛି ୧୯୧୮ ସୁରକ୍ଷା ପାଚେରୀ
• ସର୍ବସାଧାରଣଙ୍କ ସୁରକ୍ଷାକୁ ଟିପିଏସଓଡ଼ିଏଲର ଗୁରୁତ୍ୱ• ସବ-ଷ୍ଟେସନ ଚାରିପଟେ ତିଆରି ହେଉଛି ସୁରକ୍ଷା ପାଚେରୀ ବ୍ରହ୍ମପୁର: ସାଧାରଣ ଜନତାଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ଟିପି ସଦର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ୍ ଲିମିଟେଡ୍ (ଟିପିଏସ୍ଓଡିଏଲ୍) ପକ୍ଷରୁ ବିଦ୍ୟୁତ ଡିଷ୍ଟ୍ରିବ୍ୟୁସନ ସବ-ଷ୍ଟେସନ(ଡିଏସଏସ)ଗୁଡିକୁ ପାଚେରୀ ଘେରା କରାଯାଇଛି । ସବ-ଷ୍ଟେସନ ଚାରିପଟେ ପାଚେରୀ ନିର୍ମାଣ କରିବା ଦ୍ୱାରା ସ୍ଥାନୀୟ ଲୋକେ ଏବଂ ବୁଲା ଜୀବଜନ୍ତୁ ବିଦ୍ୟୁତଜନିତ ଦୁର୍ଘଟଣାରୁ ବର୍ତ୍ତିପାରିବେ । ଗତ ଦୁଇ ବର୍ଷ ମଧ୍ୟରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସହରରେ କମ୍ପାନୀ … Continue reading ଦୁଇ ବର୍ଷରେ ଟିପିଏସ୍ଓଡିଏଲ୍ ନିର୍ମାଣ କରିଛି ୧୯୧୮ ସୁରକ୍ଷା ପାଚେରୀ
Copy and paste this URL into your WordPress site to embed
Copy and paste this code into your site to embed