କାହିଁକି ବଦଳି ହେଲେ ଆଇଏଏସ୍ ଅଧିକାରୀ ବି ପରମେଶ୍ୱରନ୍, କାହାକୁ ଦେଉଥିଲେ ଫାଇଦା ଜାଣନ୍ତୁ…..

ଭୁବନେଶ୍ୱର : ଦୁଇଦିନ ତଳେ ରାଜ୍ୟ ଆଇଏଏସ୍ ପ୍ରଶାସନରେ କାର୍ଯ୍ୟରତ କେତେଜ ଣ ହାତଗଣତି ଅଫିସରଙ୍କ ବଦଳି ବିଜ୍ଞପ୍ତି ପ୍ରକାଶ ପାଇଥିଲା। ଏଥିରେ ଆଇଏଏସ୍ ଅଧିକାରୀ ବି ପରମେଶ୍ୱରଙ୍କ ନାଁ ମଧ୍ୟ ରହିଥିଲା। ସେ ଗୁରୁତ୍ୱପୂର୍ଣ୍ଣ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗରେ ଅତିରିକ୍ତ ସଚିବ ଭାବେ କାର୍ଯ୍ୟ କରୁଥିଲେ। କେନ୍ଦ୍ର ଏବଂ ରାଜ୍ୟ ଦ୍ୱାରା ପରିଚାଳିତ ଜଳ ଜୀବନ ମିଶନ କାର୍ଯ୍ୟକ୍ରମ ତଦାରଖ କରୁଥିଲେ। ହେଲେ ହଠାତ ତାଙ୍କୁ କଟକ ସ୍ଥିତ ଚକବନ୍ଦୀରେ ନିଯୁକ୍ତି ଦିଆଗଲା। … Continue reading କାହିଁକି ବଦଳି ହେଲେ ଆଇଏଏସ୍ ଅଧିକାରୀ ବି ପରମେଶ୍ୱରନ୍, କାହାକୁ ଦେଉଥିଲେ ଫାଇଦା ଜାଣନ୍ତୁ…..